BREAKING
Loading...
:

ଟଙ୍କଧର ତ୍ରିପାଠୀଙ୍କୁ ସୁପ୍ରିମକୋର୍ଟ ଝଟକା

 *ଟଙ୍କଧର ତ୍ରିପାଠୀଙ୍କୁ ସୁପ୍ରିମକୋର୍ଟ ଝଟକା...*



*ଝାରସୁଗୁଡ଼ା ବିଧାନସଭା ନିର୍ବାଚନୀ ମାମଲା: ଟଙ୍କଧରଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା*#

*ହାଇକୋର୍ଟଙ୍କ ରାୟ ସୁପ୍ରିମକୋର୍ଟରେ କାଏମ, ଟଙ୍କଧରଙ୍କ ଆବେଦନ ଖାରଜ*,

*ମୂଳ ନିର୍ବାଚନୀ ମାମଲାର ଶୁଣାଣି ହାଇକୋର୍ଟରେ ଜାରି ରହିବ*,

*ଟଙ୍କଧର ତ୍ରିପାଠୀଙ୍କ ବିଜୟକୁ ଚ୍ୟାଲେଞ୍ଜ କରି ଦୀପାଳି ଦାସଙ୍କ ମାମଲା*,

*ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ହାଇକୋର୍ଟରେ ଆବେଦନ କରିଥିଲେ

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS