BREAKING
Loading...
:

ପୁଣି ମହଙ୍ଗା ହେଲା ଘରୋଇ ଗ୍ୟାସ୍

 



ପୁଣି ମହଙ୍ଗା ହେଲା ଘରୋଇ ଗ୍ୟାସ୍#

ଘରୋଇ LPG ସିଲିଣ୍ଡର ଦାମ୍ ୨୯ ଟଙ୍କା ବୃଦ୍ଧି,

ଆଜିଠୁ ସାରା ଦେଶରେ ନୂଆ ଦର ଲାଗୁ ,

ଭୁବନେଶ୍ୱରରେ ଘରୋଇ ଗ୍ୟାସ୍ ଦର ଛୁଇଁଲା ୯୬୮ ଟଙ୍କା,

ପୂର୍ବରୁ ୧୪.୨ କେଜି ସିଲିଣ୍ଡରର ମୂଲ୍ୟ ଥିଲା ୯୩୯ ଟଙ୍କା,

ଦିଲ୍ଲୀରେ ଘରୋଇ ଗ୍ୟାସ୍ ସିଲିଣ୍ଡର ୯୧୩ରୁ ୯୪୨ ଟଙ୍କାକୁ ବୃଦ୍ଧି,

ମାର୍ଚ୍ଚରେ ଘରୋଇ ଗ୍ୟାସ୍ ସିଲିଣ୍ଡର ୬୦ ଟଙ୍କା ବୃଦ୍ଧି ହୋଇଥିଲା#

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS