BREAKING
Loading...
:

ଆୟଠାରୁ ଅଧିକ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ପୁଣି ଭିମସାରରେ ଭିଜିଲାନ୍ସର ବଡ଼ ଚଢ଼ାଉ

 



ଆୟଠାରୁ ଅଧିକ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ପୁଣି ଭିମସାରରେ ଭିଜିଲାନ୍ସର ବଡ଼ ଚଢ଼ାଉ। ଭିମସାରର ଏଷ୍ଟାବ୍ଲିସମେଣ୍ଟ ଅଫିସର-କମ୍-ଅଫିସ ସୁପରିଣ୍ଟେଣ୍ଡେଣ୍ଟ ଧନୁର୍ଧର ବିଶ୍ୱାଳଙ୍କ ୪ଟି ଠିକଣାରେ ଏକକାଳୀନ ଚଢ଼ାଉ କରିଛି ଓଡ଼ିଶା ଭିଜିଲାନ୍ସ। ବାବୁଙ୍କ ଘରୁ ବାହାରିଛି ପୁଳା ପୁଳା ଟଙ୍କା ।


ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS