ମହାପ୍ରଭୁଙ୍କ ଦର୍ଶନ ୫ଘଣ୍ଟା_ବନ୍ଦ ।
ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ୫ ଘଣ୍ଟା ପାଇଁ ବନ୍ଦ ।
ଅପରାହ୍ଣ ୧ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ।
ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦର୍ଶନ ବନ୍ଦ ।
ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ଓ ବିବାହ ଉତ୍ସବ ନୀତି ହେବ ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment