*ରିପୋର୍ଟ ଆସିଲେ ଆକ୍ସନ: ଆଇନ ମନ୍ତ୍ରୀ*
*କେନ୍ଦ୍ରାପଡ଼ା ମହାକାଳପଡ଼ା ସରପଞ୍ଚ ଚାମେଲି ଘଟଣା; ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା | ‘ରାଜ୍ୟ ସରକାର ସେ ବାବଦରେ ସବିଶେଷ ତଥ୍ୟ ମାଗିଛନ୍ତି’ | ‘ସ୍ଥାନୀୟ ଏସ୍ପି ଓ ପ୍ରଶାସନ ରିପୋର୍ଟ ଦେବା ପରେ ସତ୍ୟତା ଜଣାପଡ଼ିବ’ | ‘କୌଣସି ଘଟଣା ଘଟିଲେ ବିରୋଧୀ ରାଜନୈତିକ ରଙ୍ଗ ଦେବା ସ୍ବାଭାବିକ’ | ‘ରିପୋର୍ଟ ଆସିଲେ ଯିଏ ସମ୍ପୃକ୍ତ ତାଙ୍କ ବିରୋଧରେ ଆକ୍ସନ ନିଆଯିବ’ |
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment