ସ୍କୁଲ ବହି ତ୍ରୁଟି: ୪ ନିଲମ୍ବିତ,
ସ୍କୁଲ ବହି ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଆକ୍ସନ ।
କମିଟି ସୁପାରିସ୍ ଅନୁଯାୟୀ ୪ ଅଧିକାରୀ ନିଲମ୍ବିତ ।
ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟର ତତ୍କାଳୀନ ନିର୍ଦ୍ଦେଶକ ମନୋଜ ପାଢ଼ୀ ନିଲମ୍ବିତ ।
୩ ସହକାରୀ ନିର୍ଦ୍ଦେଶକ ପ୍ରଲିପ୍ତା ମିଶ୍ର, ଦିଲୀପ ସାହୁ ଓ ଭାରତୀ ଟୁଡୁ ବି ନିଲମ୍ବିତ ।
୬ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ
ବନ୍ଦିତା ପଟ୍ଟନାୟକ, ମାନସ ରାଉତ, ମନୋରଞ୍ଜନ ମହାପାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ।
ପ୍ରଶାନ୍ତ ସାହୁ, ମାନସ ନାୟକ, ସୁଦର୍ଶନ ସନ୍ତରାଙ୍କ ଉପରେ ଶୃଙ୍ଖଳାଗତ ଆକ୍ସନ ।
ମୁଖ୍ୟମନ୍ତ୍ରୀଙ୍କୁ କମିଟି ରିପୋର୍ଟ ଦେବା ପରେ କାର୍ଯ୍ୟାନୁଷ୍ଠାନ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment