ଶିକ୍ଷକଙ୍କ ପାଇଁ ବଡ଼ ଖବର: ଏଣିକି TET ପାସ ବାଧ୍ୟତାମୂଳକ: ସୁପ୍ରିମକୋର୍ଟ
TET ପାସ କରି ନ ଥିବା ଶିକ୍ଷକଙ୍କ ପାଇଁ ଏକ ବଡ଼ ଖବର ଆସିଛି। ଦେଶର ସମସ୍ତ ଶିକ୍ଷକଙ୍କ ପାଇଁ TET ପାସ ବାଧ୍ୟତାମୂଳକ କରିଛନ୍ତି ସୁପ୍ରିମକୋର୍ଟ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି ଦିଆଯାଇଛି। TET କ୍ଲିୟର କରିବା ଅବଧି ୨ରୁ ୩ ବର୍ଷକୁ ବୃଦ୍ଧି କରାଯାଇଛି।
୨୦୨୮ ଅଗଷ୍ଟ ୩୧ ସୁଦ୍ଧା TET କ୍ଲିୟର ନିର୍ଦ୍ଦେଶ ଦିଆଯାଇଛି। TET ପାସ କରି ନ ଥିବା ଶିକ୍ଷକଙ୍କୁ ୩ ବର୍ଷ ମଧ୍ୟରେ କ୍ଲିୟର ପାଇଁ କୁହାଯାଇଛି।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment