BREAKING
Loading...
:

୨୦ଲକ୍ଷ ଭୋଟରଙ୍କ ନାଁ କଟିଲା

 ୨୦ଲକ୍ଷ ଭୋଟରଙ୍କ ନାଁ କଟିଲା ।



ରାଜ୍ୟରେ SIR ପ୍ରକ୍ରିୟାରେ କଟିଲା ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ ।


ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌ ଗୋପାଳନ ।


ରାଜ୍ୟରେ ବର୍ତ୍ତମାନ ରହିଛନ୍ତି ୩ କୋଟି ୧୩ ଲକ୍ଷ ଭୋଟର ।


ଅଯୋଗ୍ୟ ବ୍ୟକ୍ତିଙ୍କୁ ଚିଠା ତାଲିକାରୁ ବାଦ ଦେବା ପ୍ରାଥମିକତା: ସିଇଓ ।


ଭୁଲରେ କାହାର ନାଁ କଟିଥିଲେ ଏନେଇ ଆବେଦନ କରିପାରିବେ ।


BLOଙ୍କୁ କଲ୍‌ କରି ଅଥବା ୱେବସାଇଟରେ ନାଁ ଅଛି କି ନାହିଁ ଚେକ୍‌ କରିହେବ ।


ନାଁ ନଥିଲେ ଫର୍ମ-୬ର ଆନେକ୍ସର-୪ ଅନୁଯାୟୀ ଆବେଦନ କରିହେବ ।

୧୮ ବର୍ଷରୁ ଊର୍ଦ୍ଧ୍ବ ସମସ୍ତେ ଆବେଦନ କରି ପାରିବା ନେଇ ସୂଚନା ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS