ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବିଗୁଲ୍ ।
୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍ ।
ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ ।
ଆସନ୍ତା ୨୧ ତାରିଖରେ OSWAN ପ୍ଲାଟଫର୍ମରେ ବୈଠକ ।
VCରେ ସାମିଲ ହେବା ପାଇଁ ସବୁ ଜିଲ୍ଲାପାଳଙ୍କୁ ଚିଠି ।
ଡୋର୍ ଟୁ ଡୋର୍ (D2D) ସର୍ଭେ ଉପରେ ହେବ ସମୀକ୍ଷା ।
DC ବିଲ୍ ଓ ୟୁଟିଲାଇଜେସନ ସାର୍ଟିଫିକେଟ୍ ଉପରେ ବି ହେବ ଆଲୋଚନା ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment