ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ ।
ପ୍ରଥମରୁ ଅଷ୍ଟମ ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗ ।
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପ୍ରତିକ୍ରିୟା ।
ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି କଲେ ନବୀନ ।
ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।
ପିଲାଙ୍କ ପାଠ୍ୟପୁସ୍ତକରେ ଅନେକ ତ୍ରୁଟି ଅଛି ।
୨ରୁ ୩ ସପ୍ତାହ ହେଲାଣି ବିଜେଡି ଇସ୍ତଫା ଦାବି କରିଆସୁଛି ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


إرسال تعليق