ନବୀନଙ୍କୁ ବିଜେପିର କଡ଼ା ଟାର୍ଗେଟ ।
ବିରୋଧୀ ଦଳ ନେତା ନବୀନଙ୍କୁ ଟାର୍ଗେଟ କଲା ବିଜେପି ।
ବିଜେପି ସାଧାରଣ ସଂପାଦକ ବିରଞ୍ଚି ନାରାୟଣ ତ୍ରିପାଠୀଙ୍କ ଟାର୍ଗେଟ୍ ।
ନିଜ ସରକାର ସମୟରେ ଅନେକ ଥର ପ୍ରଶ୍ନପତ୍ର ଲିକ୍ ହୋଇଥିଲା ।
କେବଳ ନିଜ ଛବିକୁ ବଞ୍ଚାଇବା ପାଇଁ ମନ୍ତ୍ରୀଙ୍କୁ ନିଲମ୍ବନ କରୁଥିଲେ ।
ସ୍ଥାୟୀ ସମାଧାନ ପାଇଁ ନବୀନ କଣ ଉଦ୍ୟମ କରିଥିଲେ ବୋଲି ପ୍ରଶ୍ନ କଲେ ।
ଧର୍ମେନ୍ଦ୍ର ପ୍ରଧାନ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେଇଛନ୍ତି ।
ପୂରା ବିଜେପି ଓ ଏନ୍ଡିଏ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଅଛି ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment