Home କ୍ୱାର୍ଟର୍ସରୁ ମହିଳା IICଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, Debi Prasad Dash July 04, 2026 0 କଟକ ,-କ୍ୱାର୍ଟର୍ସରୁ ମହିଳା IICଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ IIC ବ୍ୟୁଟି ମହାନ୍ତିଙ୍କ ମୃତଦେହ ଉଦ୍ଧାର ।**ମୃତ୍ୟୁର କାରଣ ଅସ୍ପଷ୍ଟ, ମୃତଦେହ ବ୍ୟବଚ୍ଛଦ ପାଇଁ ପଠାଇ ପୋଲିସର ତଦନ୍ତ ଜାରି । ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment