BREAKING
Loading...
:

ପୁଣି ଲଘୁଚାପ ସମ୍ଭାବନା

 



ପୁଣି ଲଘୁଚାପ ସମ୍ଭାବନା

-୨୪ ଘଣ୍ଟା ମଧ୍ୟରେ ପୁଣି ଲଘୁଚାପ ସୃଷ୍ଟି ସମ୍ଭାବନା ।

-ଉତ୍ତର ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗରେ ଘୂର୍ଣ୍ଣିବଳୟ ସକ୍ରିୟ ।

-ତତ୍‌-ସଂଲଗ୍ନ ବାଂଲାଦେଶ ଉପକୂଳସ୍ଥ ସମୁଦ୍ର ଅଞ୍ଚଳରେ ସକ୍ରିୟ ।

-ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS