BREAKING
Loading...
:

ଲୋକଭବନରେ ରାଷ୍ଟ୍ରପତି

 


ଲୋକଭବନରେ ରାଷ୍ଟ୍ରପତି ।

ଲୋକଭବନରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ଭୁବନେଶ୍ବର ବିମାନବନ୍ଦରରୁ ଆସି ଲୋକଭବନରେ ପହଞ୍ଚିଲେ ।

୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ।


ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ପହଞ୍ଚିଲେ ।

ସ୍ବାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS