ଡିଜିପି ନିଯୁକ୍ତି ପ୍ରସଙ୍ଗ; ସେପ୍ଟେମ୍ବର ୨ରେ ପରବର୍ତ୍ତୀ ଶୁଣାଣି
ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲାର ଶୁଣାଣି ହୋଇଥିଲା। ଏଥିରେ ଓଡିଶା ସରକାର ନିଜ ପକ୍ଷ ରଖିଛନ୍ତି। ତେବେ ସେପ୍ଟେମ୍ବର ୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment