BREAKING
Loading...
:

ଦୁବାଇରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

 ଦୁବାଇରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ



ଦୁବାଇ /ଭୁବନେଶ୍ୱର ୧୦. ୦୯. ୨୦୨୬

 ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ  ଦୁବାଇରେ ପହଞ୍ଚିଛନ୍ତି l ଦୁବାଇରେ ତାଙ୍କୁ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀ ଏବଂ ସେଠାରେ ବସବାସ କରୁଥିବା ଓଡ଼ିଆ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ୱାଗତ ଜଣାଇଥିଲେ।

ଆଜି ଠାରୁ ଦୁବାଇରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ନିବେଶକ ଓ ଶିଳ୍ପ ପ୍ରତିନିଧିମାନଙ୍କ ସହ ବିଭିନ୍ନ ଉଚ୍ଚସ୍ତରୀୟ ଆଲୋଚନା ଆରମ୍ଭ ହେବ। ଏହି ଅବସରରେ ଓଡ଼ିଶାର ନିବେଶ ସୁଯୋଗ ଓ ଶିଳ୍ପ ସମ୍ଭାବନାକୁ ବିଶ୍ୱ ସମ୍ମୁଖରେ ପ୍ରଦର୍ଶିତ କରାଯିବ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS