BREAKING
Loading...
:

୧୧ ବେଳକୁ ଲଘୁଚାପ

 *୧୧ ବେଳକୁ ଲଘୁଚାପ !*



ଆସନ୍ତା ୧୧ ତାରିଖ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା.

ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ।

ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ପ୍ରଭାବ ସମ୍ଭାବନା ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS