BREAKING
Loading...
:

ଭିଜିଲାନ୍ସ ପଞ୍ଝାରେ ଡ୍ରେନେଜ୍‌ ଏଷ୍ଟିମେଟର

 



ଭିଜିଲାନ୍ସ ପଞ୍ଝାରେ ଡ୍ରେନେଜ୍‌ ଏଷ୍ଟିମେଟର ।

କେନ୍ଦ୍ରାପଡା: ଭିଜିଲାନ୍ସ ପଞ୍ଝାରେ ଡ୍ରେନେଜ୍‌ ଏଷ୍ଟିମେଟର ଅନୁପମା ସାହୁ ।

୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ନେଇ ଯିବା ବେଳେ ମାଡ଼ିବସିଲା ଭିଜିଲାନ୍ସ ।

ଏନ୍‌ଏଚ୍‌ -୫୩ ମାର୍ଶାଘାଇ କ୍ରସିଂ ଛକରୁ ଧରାପଡ଼ିଲେ ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୩ଟି ସ୍ଥାନରେ ରେଡ୍‌ ।


ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS