BREAKING
Loading...
:

ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

 ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସ୍ଥଗିତ



ବାତ୍ୟା ଆଶଙ୍କା ଭିତରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସ୍ଥଗିତ ।

ଆସନ୍ତା ୨୮ ଓ ୨୯ରେ ରାଇରଙ୍ଗପୁର ଗସ୍ତ ସ୍ଥଗିତ ।

ନଭେମ୍ବର ୪ ଓ ୫ ତାରିଖରେ ଆସିବା ନେଇ ସାନି ଗସ୍ତସୂଚୀ ।

ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହେଲା ସାନି କାର୍ଯ୍ୟସୂଚୀ ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS