ପୁଣି ରାଷ୍ଟ୍ରପତିଙ୍କ ଗସ୍ତ ବାତିଲ୍ l
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁଣି ଓଡ଼ିଶା ଗସ୍ତ ବାତିଲ୍ l
ରାଷ୍ଟ୍ରପତିଙ୍କ ଗସ୍ତ ବାତିଲ୍ ନେଇ ରାଇରଙ୍ଗପୁର ଏଡିଏମ୍ଙ୍କ ସୂଚନା l
୩ ତାରିଖରୁ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଥିଲା l
ପୂର୍ବରୁ ୨୮ ତାରିଖରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଥିଲା l
ବାତ୍ୟା ପାଇଁ ବାତିଲ୍ ହୋଇଥିଲା ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ l
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment