BREAKING
Loading...
:

ପୁଣି ଲଘୁଚାପ ସମ୍ଭାବନା

 *ପୁଣି ଲଘୁଚାପ ସମ୍ଭାବନା



ଆସୁଛି ପୁଣି ଏକ ଲଘୁଚାପ, ଓଡ଼ିଶା ଉପରେ ପ୍ରଭାବ ସମ୍ଭାବନା କ୍ଷୀଣ.

୧୩ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା ।

ଉତ୍ତର-ପଶ୍ଚିମ ଦିଗକୁ ଗତି କରି ପରବର୍ତ୍ତୀ ୨୪ ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ହେବ ।

ଓଡ଼ିଶା ଉପରେ ବିଶେଷ ପ୍ରଭାବ ପଡ଼ିବାର ସମ୍ଭାବନା ନାହିଁ ।

ଉପକୂଳବର୍ତ୍ତୀ ଜିଲ୍ଲାରେ ବାଦଲ ଆସିପାରେ, ବର୍ଷା ସମ୍ଭାବନା ନାହିଁ ।

ଆଗାମୀ ୭ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ- ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ।

ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା 

Post a Comment

Previous Post Next Post
Header ADS