ବଢ଼ିଲା ମହଙ୍ଗା ଭତ୍ତା ।
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି ।
ସମୁଦାୟ ମହଙ୍ଗା ଭତ୍ତା ୬୦ ରୁ ୬୩ ପ୍ରତିଶତକୁ ବୃଦ୍ଧି ଘୋଷଣା କଲେ CM ।
ପିଛିଲା ଭାବେ ୨୦୨୬ ଜୁଲାଇ’ରୁ ଲାଗୁ ହେବା ନେଇ ଘୋଷଣା ।
ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ନଭେମ୍ବର ମାସ ଦରମାରେ ନଗଦ ଆକାରରେ ମିଳିବ ।
ଏହା ସହିତ ପେନ୍ସନଭୋଗୀଙ୍କ ଟି.ଆଇରେ ମଧ୍ୟ ୩ ପ୍ରତିଶତ ବୃଦ୍ଧି ।
ସେମାନେ ମଧ୍ୟ ଅନୁରୂପ ଭାବେ ନଭେମ୍ବର ମାସ ପେନ୍ସନରେ ପାଇବେ ।
ପ୍ରାୟ ୮.୫ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା


Post a Comment