ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହେଲା ଲଘୁଚାପ,ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ,ଆଗାମୀ ୨୪ ଘଣ୍ଟାରେ ଅବପାତରେ ପରିଣତ
୧୬ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ସମ୍ଭାବନା,ଏବେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ,
ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ବ୍ୟାପ୍ତ
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment