୧୫ରେ ଆସିବେ ଉପରାଷ୍ଟ୍ରପତି ।
ଆସନ୍ତା ୧୫ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ ।
ଦୁଇଦିନିଆ ଗସ୍ତରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ।
୧୬ରେ ବିଧାୟକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେବେ ।
ବିଧାନସଭାରେ ହେବାକୁ ଥିବା ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେବେ ।
ଡ଼ ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment