BREAKING
Loading...
:

ରାଜଧାନୀରୁ ଧରାପଡିଲା ୧୨ କୋଟି ଟଙ୍କାର ସୁନା

 


ଭୁବନେଶ୍ୱର: ରେଳଷ୍ଟେସନରୁ ଧରାପଡିଲା ପ୍ରାୟ ୩୨କିଲୋଗ୍ରାମରୁ ଅଧିକ ଓଜନର ସୁନା | ଏହି ସୁନାର ମୂଲ୍ୟ ପ୍ରାୟ ୧୨ କୋଟି ଟଙ୍କା ହୋଇଥିବାବେଳେ ସୁନା ଅଳଙ୍କାରଗୁଡିକ ମୁମ୍ବାଇରୁ ଟ୍ରେନ‌ ଯୋଗେ ଭୁବନେଶ୍ବର ଆସିଥିଲା । ଟ୍ରେନରେ ୪ଟି ବ୍ୟାଗରେ ଆଣିବା ବେଳେ ଜିଆରପି ଏହାକୁ ଧରିଛି |ଏହି ଘଟଣାରେ ୪ ଜଣ ଅଟକ ଥିବାବେଳେ ମିଳିଥିବା ସୂଚନା ମୁତାବକ କୋଣାର୍କ ଏକ୍ସପ୍ରେସ ଜରିଆରେ ସମ୍ପୃକ୍ତ ଚାରି ଜଣ ଅଭିଯୁକ୍ତ ଭୁବନେଶ୍ୱର ଆସିଥିଲେ | ଅଭିଯୁକ୍ତମାନେ ୪ଟି ବ୍ୟାଗରେ ସୁନା ଭର୍ତ୍ତି କରି ଆଣିଥିଲେ ।

Post a Comment

Previous Post Next Post
Header ADS