BREAKING
Loading...
:

ସୋରଡ଼ା ସମବାୟ ସମିତି ନିର୍ବାଚନ,୧୪ ଜଣ ପ୍ରାର୍ଥୀ ନିର୍ଦ୍ଵନ୍ଦରେ ନିର୍ବାଚିତ

 ସୋରଡ଼ା ସମବାୟ ସମିତି ନିର୍ବାଚନ,୧୪ ଜଣ ପ୍ରାର୍ଥୀ ନିର୍ଦ୍ଵନ୍ଦରେ ନିର୍ବାଚିତ



ନୂଆଗାଁ (ମଣିଭଦ୍ରା ଖବର)ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ସୋରଡ଼ା ସେବା ସମବାୟ ସମିତି ରେ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି ।୧୪ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିବା ବେଳେ ସେମାନଙ୍କ ବିପକ୍ଷରେ ଅନ୍ୟ କେହି ପ୍ରାର୍ଥୀ ନାମାଙ୍କନ ଦାଖଲ କରିନଥିଲେ। ତେଣୁ ନିର୍ବାଚନ ପ୍ରକ୍ରିୟା ମାଧ୍ୟମରେ ୧୪ ଜଣ ପ୍ରାର୍ଥୀ ନିର୍ଦ୍ଵନ୍ଦରେ ନିର୍ବାଚିତ ହୋଇଥିବା ଜଣା ପଡିଛି।୧୪ ଜଣ ପ୍ରାର୍ଥୀ ନିର୍ଦ୍ଵନ୍ଦରେ ନିର୍ବାଚିତ ହେବା ପରେ ସଭାପତି ପଦ ଏକ ତରଫା ହେବ ବୋଲି ଜଣା ପଡିଛି। 


ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର

Post a Comment

أحدث أقدم
Header ADS