BREAKING
Loading...
:

ନୂତନ ଭତ୍ତା ବଣ୍ଟନ କଲେ ଦଶପଲ୍ଲା ବିଧାୟକ

 


ନୂତନ ଭତ୍ତା ବଣ୍ଟନ କଲେ ଦଶପଲ୍ଲା ବିଧାୟକ

ନୂଆଗା( ମଣିଭଦ୍ରା ଖବର)ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ପରିସରରେ ଥିବା   ରାଜୀବ ଗାନ୍ଧୀ ସଦଭାବନା ଗୃହ ରେ ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ବିଭିନ୍ନ ବିଭାଗର ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ କରିଥିଲେ।ସମ୍ମାନୀତ ଅତିଥି ଭାବେ ବିଡ଼ିଓ ପ୍ରମୋଦ କୁମାର ନାୟକ,ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ, ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ୍ ପ୍ରମୁଖ ଉପସ୍ଥିତ ଥିଲେ।ନୂଆଗାଁ ବ୍ଲକ୍ ରେ ୨୦୦ ଜଣଙ୍କୁ ଭତ୍ତା ପ୍ରଦାନ କରାଯାଇଥିଲା।


ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର

Post a Comment

أحدث أقدم
Header ADS