ସଭାପତି ଭାବେ ନିର୍ଦ୍ଵନ୍ଦରେ ନିର୍ବାଚିତ ହେଲେ ମୀନତି ନାୟକ
ନୂଆଗାଁ (ମଣିଭଦ୍ରା ଖବର)ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଜଗନ୍ନାଥ ପ୍ରସାଦ ସେବା ସମବାୟ ସମିତି ରେ ସଭାପତି ପଦ ପାଇଁ ନିର୍ବାଚନ ହୋଇଥିଲା।ମୀନତି ନାୟକ ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କରିଥିଲେ।ଅନ୍ୟ କେହି ପ୍ରାର୍ଥୀ ନାମାଙ୍କନ ଦାଖଲ କରିନଥିବାରୁ ମୀନତି ନିର୍ଦ୍ଵନ୍ଦରେ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି।ବିଜୁ ଜନତା ଦଳ ର ସମର୍ଥନ ଏବଂ ଜିଲ୍ଲା ପରିଷଦ ଙ୍କ ପ୍ରତିନିଧି ଦିଲ୍ଲୀପ କୁମାର ଦଳ ବେହେରା ଙ୍କ ପ୍ରଚେଷ୍ଟା ଯୋଗୁଁ ମୀନତି ନିର୍ଦ୍ଵନ୍ଦରେ ରେ ସେବା ସମବାୟ ସମିତି ର ସଭାପତି ଭାବେ ନିର୍ବାଚିତ ହୋଇଥିବା ଜଣା ପଡ଼ିଛି।
ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର
إرسال تعليق