ଜୁଲାଇ ୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ, ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର (ମଣିଭଦ୍ରା ଖବର) ଚଳିତ ମାସ ୬ ତାରିଖରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ । ଏ ନେଇ ଆଜି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ଦିବା ୧ ଘଟିକା ସମୟରେ ଫଳ ପ୍ରକାଶ ପାଇବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି । ଚଳିତ ବର୍ଷ ପ୍ରାୟ ୫ ଲକ୍ଷରୁ ଅଧିକ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଥିବା ଜଣାପଡିଛି । ତାରିଖ ଘୋଷଣା ପରେ ଛାତ୍ର ଛାତ୍ରୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି ।
ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର
Post a Comment