BREAKING
Loading...
:

ବୌଦ୍ଧ ଗ୍ରାମ୍ୟ ଉନ୍ନୟନ ସଂସ୍ଥାରେ ନୂତନ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଯୋଗଦାନ l

 ବୌଦ୍ଧ ଗ୍ରାମ୍ୟ ଉନ୍ନୟନ ସଂସ୍ଥାରେ ନୂତନ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଯୋଗଦାନ l 




 ସୁବର୍ଣ୍ଣପୁର,  ( ମଣିଭଦ୍ରା ଖବର)ଆଜି ବୌଦ୍ଧ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଭାବରେ ପ୍ରତାପ ଚନ୍ଦ୍ର ପ୍ରଧାନ ଯୋଗଦାନ କରିଛନ୍ତି । ପୂର୍ବରୁ ସେ ଉପଜିଲ୍ଲାପାଳ ରାୟଗଡା ଭାବରେ କାର୍ଯ୍ୟରତ ଥିଲେ । ଏହା ପୂର୍ବରୁ ସେ ବୌଦ୍ଧରେ ଅତିରିକ୍ତ ତହସିଲଦାର ଭାବରେ ୨୦୦୦ ରୁ ୨୦୦୪ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ତେଣୁ ଜଣେ ଅଭିଜ୍ଞ ଅଧିକାରୀ ଭାବରେ ଜିଲ୍ଲା ରେ ସେ ଦକ୍ଷତାର ସହିତ କାର୍ଯ୍ୟ କରିବେ ବୋଲି ଯୋଗଦାନ ପରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ମେହେର ଆଶାପ୍ରକାଶ କରିଛନ୍ତି । 


ରିପୋର୍ଟ, ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

Post a Comment

Previous Post Next Post
Header ADS