BREAKING
Loading...
:

ବୌଦ୍ଧ ଜିଲ୍ଲା ମନମୁଣ୍ଡା ଗ୍ରାମପଂଚାୟତ କାର୍ଯ୍ୟାଳୟ ପରିସରରେ ଜାତୀୟ ହସ୍ତତନ୍ତ ଦିବସ ପାଳିତ l

 ବୌଦ୍ଧ ଜିଲ୍ଲା ମନମୁଣ୍ଡା ଗ୍ରାମପଂଚାୟତ କାର୍ଯ୍ୟାଳୟ ପରିସରରେ ଜାତୀୟ ହସ୍ତତନ୍ତ ଦିବସ ପାଳିତ l



 (ମଣିଭଦ୍ରା ଖବର)ଆଜି ମନମୁଣ୍ଡା ଗ୍ରାମପଂଚାୟତ ପରିସରରେ ଦିନ 12 ଘାଣ୍ଟିକା ସମୟରେ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ରେ ବୌଦ୍ଧ ଉପଜିଲ୍ଲାପାଳ, କଣ୍ଟାମଲ ବି.ଡି.ଓ କଳାକୃଷ୍ଣ ପ୍ରଧାନ ବୌଦ୍ଧ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରୀତିକାନ୍ତି ବଳିଆରସିଙ୍ଗ ସ୍ଥାନୀୟ ସରପଞ୍ଚ ଉପସ୍ଥିତ ଥିବାବେଳେ l 7ତାରିଖ ଠାରୁ 15 ତାରିଖ ପର୍ଯ୍ୟନ୍ତ ହାତବୁନା ସମ୍ବଲପୁରୀ ପୋଷାକ ପିନ୍ଧିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କାର୍ଯ୍ୟକ୍ରମରେ ଜନସାଧାରଣଙ୍କୁ ଅନୁରୋଧ କରିଥିବା ଦେଖିବାକୁ ମିଳିଥିଲା l

ବୌଦ୍ଧ ଜିଲ୍ଲାରୁ ସଞ୍ଜୟ କୁମାର ନନ୍ଦ ଙ୍କ ରିପୋର୍ଟ ମଣିଭଦ୍ରା ଖବର l

Post a Comment

أحدث أقدم
Header ADS