ସୂର୍ଯ୍ୟ ପରାଗ ପାଇଁ ଅକ୍ଟୋବର ୨୫ ସରକାରୀ ଛୁଟି ଘୋଷଣା
ଭୁବନେଶ୍ୱର (ମଣିଭଦ୍ରା ଖବର) ଆସନ୍ତା ୨୫ ତାରିଖ ମଙ୍ଗଳବାର ଦିନ ସୂର୍ଯ୍ୟ ପରାଗ ପଡୁଥିବାରୁ ଉକ୍ତ ଦିନଟିକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ତଦନୁଯାୟୀ ୨୫ ତାରିଖ ମଂଗଳ ବାର ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ,ରାଜସ୍ବ ବିଭାଗୀୟ କୋର୍ଟ, ବ୍ୟାଙ୍କ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଏ ନେଇ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି ।
ରିପୋର୍ଟ ମଣିଭଦ୍ରା ଖବର
إرسال تعليق