ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ନିକଟରେ ପଡ଼ି ବ୍ୟକ୍ତି ଙ୍କ ଶୋଚନୀୟ ମୃତ୍ୟୁ।
ଟିଟିଲାଗଡ (ମଣିଭଦ୍ରା ଖବର) ଟିଟିଲାଗଡ ଉପ ଜଲ୍ଲାପାଳଙ୍କ କାର୍ଯ୍ୟଳୟ ନିକଟ ରେ ହଠାତ୍ ଏହି ବ୍ୟକ୍ତି ପଡ଼ିଯାଇ ଥିଲେ। ତୁରନ୍ତ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଟିଟିଲାଗଡ ଡାକ୍ତର ଖାନା ପଠାଯାଇ ଥିଲା । ଡାକ୍ତର ତାଙ୍କୁ ମୃତ ଘୋଷଣା କରି ଥିବା ବେଳେ ସେ କିଏ ଓ କିପରି ମୃତ୍ୟୁ ର ଶିକାର ହୋଇଛନ୍ତି,ସେ ନେଇ ପୋଲିସ ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିବା ସୁଚନା ମିଳିଛି। ତେବେ ତାଙ୍କର ମୃତ୍ୟୁର କାରଣ ଜଣାପଡ଼ିନଥିବା ବେଳେ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି ।
ରିପୋର୍ଟ ସନ୍ତୋଷ କୁମାର ନାୟକ ବଲାଙ୍ଗୀର
إرسال تعليق