BREAKING
Loading...
:

ବିଦ୍ୟୁତ ସଂସ୍ପର୍ଶରେ ଆସି ଗୋଟିଏ ପରିବାରର ୩ ମୃତ l

 ବିଦ୍ୟୁତ ସଂସ୍ପର୍ଶରେ ଆସି ଗୋଟିଏ ପରିବାରର ୩ ମୃତ l 




ସୁବର୍ଣ୍ଣପୁର (ମଣିଭଦ୍ରା ଖବର)

ବୋୖଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଧଳପୁର ପଞ୍ଚାୟତ ଅନ୍ତର୍ଗତ ଜବଲପୁର ଗ୍ରାମରେ  ବିଦ୍ୟୁତ ଆଘାତରେ ଗୋଟିଏ ପରିବାରର ତିନି ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।ପ୍ରାପ୍ତ ସୂଚନା ମତେ ଆଜି ସକାଳ ସମୟରେ ସୁଶୀଲ ବେହେରା(୨୧), ସୁକାନ୍ତି ବେହେରା(୩୦), ସୋହନ ବେହେରା (୧୧)ଶୋଇଥିବା ବେଳେ କୌଣସି କାରଣ ରୁ ବିଦ୍ୟୁତ ସଂସ୍ପର୍ଶରେ ଆସି ଥିଲେ l ପରେ ଘର ଲୋକେ ୧୦୮ ଆମ୍ବୁଲାନ୍ସ ଯୋଗେ ତିନିଜଣଙ୍କୁ ପୁରୁଣା କଟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରିଥିଲେ ।ମେଡ଼ିକାଲ ପହଞ୍ଚିବା ପୂର୍ବରୁ ସେମାନଙ୍କ ମୃତ୍ୟୁ ହୋଇଯାଇଥିବା ଡାକ୍ତର ସୂଚନା ଦେଇଛନ୍ତି l ଏହି ଘଟଣା ରେ ଅଂଚଳରେ ଶୋକର ଛାୟା ଖେଳି ଯାଇଛି l ଘଟଣା ସ୍ଥଳରେ ହରଭଙ୍ଗା ପୋଲିସ ପହଞ୍ଚି ତଦନ୍ତ କରୁଥିବା ସୂଚନା ମିଳିଛି ।



ରିପୋର୍ଟ, ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

Post a Comment

Previous Post Next Post
Header ADS