BREAKING
Loading...
:

ଡିମିରି ପଲ୍ଲୀ ରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଦଶପଲ୍ଲା ବିଧାୟକ ଙ୍କ ଯୋଗଦାନ

 ଡିମିରି ପଲ୍ଲୀ ରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଦଶପଲ୍ଲା ବିଧାୟକ ଙ୍କ ଯୋଗଦାନ



 ନୂଆଗାଁ (ମଣିଭଦ୍ରା ଖବର)ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଗୁମୀ ପଞ୍ଚାୟତ ଅନ୍ତର୍ଗତ ଡିମିରିପଲ୍ଲୀ ଗ୍ରାମରେ ଓଁ ଶ୍ରୀ ଶ୍ରୀ ସିଦ୍ଧେଶ୍ୱର ଙ୍କ ପୀଠରେ କାର୍ତ୍ତିକ ପୂର୍ଣ୍ଣିମା ଯାତ୍ରା  ଉପଲକ୍ଷେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ନୂଆଗାଁ  ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ, ଜିଲ୍ଲା ପରିଷଦ ଙ୍କ ପ୍ରତିନିଧି ତଥା  ଜିଲ୍ଲା ବିଜେଡ଼ି ଉପସଭାପତି ଦିଲ୍ଲୀପ କୁମାର ଦଳବେହେରା, ଆତ୍ମା ଅଧ୍ୟକ୍ଷ ସଞ୍ଜୟ  କୁମାର ସାହୁ, ସମାଜ ସେବୀ ସୂର୍ଯ୍ୟ ନାରାୟଣ ସାହୁ,ଗୁମି ସରପଞ୍ଚ  ବବୃ ମହାରଣା, ସମିତି ସଭ୍ୟ ତଥା ବିଜେଡ଼ି ଯୁବ ଉପ ସଭାପତି ସଞ୍ଜୀବ  କୁମାର ଡାକୁଆ, ନାଏବ ସରପଞ୍ଚ ତୁଳସୀ ନାୟକ , ପାରାଢିପି ସରପଞ୍ଚ ବିଭୂତି ଭୂଷଣ ପ୍ରଧାନ, ବାହାଡ ଝୋଲା ପଞ୍ଚାୟତ ଯୁବ  ବିଜେଡ଼ି ସଭାପତି ସୁଶାନ୍ତ କୁମାର ପଢିଆରୀ, ପୂର୍ବତନ ସରପଞ୍ଚ ସୁଧୀର ସାମନ୍ତରାୟ, ଜାକେଡା ପଞ୍ଚାୟତ ସରପଞ୍ଚ ଙ୍କ ପ୍ରତିନିଧି ବୁଲୁ ମଳିକ, ସମିତି ସଭ୍ୟା ପ୍ରଭାତୀ ମଳିକ, ମାଇଛେଳି ପଞ୍ଚାୟତ ସରପଞ୍ଚ ପ୍ରତିନିଧି ଦାଶରଥି ପ୍ରଧାନ, ଯାତ୍ରା କମିଟିର ସଭାପତି ବରୁଣ ନାଏକ, ସମ୍ପାଦକ ଟୁଡୁ, , ଫକୀର ମୋହନ ସାହୁ ଓ ପ୍ରମୁଖ ଉପସ୍ଥିତ ଥିଲେ।


ରିପୋର୍ଟ ପୁଷ୍ପଲତା ପ୍ରଧାନ ନୂଆଗାଁ 

Post a Comment

Previous Post Next Post
Header ADS