BREAKING
Loading...
:

ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ରେ ଶୁଭଲକ୍ଷ୍ମୀ ଙ୍କ କୃତିତ୍ୱ

 ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ରେ ଶୁଭଲକ୍ଷ୍ମୀ ଙ୍କ କୃତିତ୍ୱ




ନୂଆଗାଁ (ମଣିଭଦ୍ରା ଖବର)ନୟାଗଡ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ରେ କୃତିତ୍ୱ ଅର୍ଜନ କରିଛନ୍ତି ଶୁଭଲକ୍ଷ୍ମୀ ବେହେରା।ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ବାଲଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ର ନବମ ଶ୍ରେଣୀ ଛାତ୍ରୀ ଶୁଭଲକ୍ଷ୍ମୀ ବେହେରା ଜିଲ୍ଲାସ୍ତରୀୟ  ଶିଶୁ ମହୋତ୍ସବ ସୁରଭି ରେ ତର୍କ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ଦ୍ଵିତୀୟ ସ୍ଥାନ ଅଧିକାର କରିଛନ୍ତି।କୃତିତ୍ୱ ଅର୍ଜନ କରିଥିବା ଶୁଭଲକ୍ଷ୍ମୀ ଙ୍କୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁରସ୍କୃତ କରିଥିଲେ।


ରିପୋର୍ଟ ପୁଷ୍ପଲତା ପ୍ରଧାନ ନୂଆଗାଁ 

Post a Comment

Previous Post Next Post
Header ADS