BREAKING
Loading...
:

ତ୍ରିନାଥ ଠାକୁରଙ୍କ ଅଷ୍ଟପ୍ରହରୀ ଓ ନାମ ସଙ୍କୀର୍ତ୍ତନ ଉତ୍ସବ ରେ ଦଶପଲ୍ଲା ବିଧାୟକ ଙ୍କ ଯୋଗଦାନ

 ତ୍ରିନାଥ ଠାକୁରଙ୍କ ଅଷ୍ଟପ୍ରହରୀ ଓ ନାମ ସଙ୍କୀର୍ତ୍ତନ ଉତ୍ସବ ରେ ଦଶପଲ୍ଲା ବିଧାୟକ ଙ୍କ ଯୋଗଦାନ





ନୂଆଗାଁ (ମଣିଭଦ୍ରା ଖବର) ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଜାକେଡା ପଞ୍ଚାୟତ ଲୁଣି ଗ୍ରାମରେ ତ୍ରିନାଥ ଠାକୁରଙ୍କ ଅଷ୍ଟପ୍ରହରୀ ଓ ନାମ ସଙ୍କୀର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ,ଜିଲ୍ଲା ପରିଷଦ ଙ୍କ ପ୍ରତିନିଧି ଦିଲ୍ଲୀପ କୁମାର ଦଳ ବେହେରା, ଆତ୍ମା ଅଧ୍ୟକ୍ଷ ସଞ୍ଜୟ କୁମାର ସାହୁ,ସରପଞ୍ଚ ସୁମିତ୍ରା ଜାନୀ,ସମିତି ସଭ୍ୟା ପ୍ରଭାତୀ ମଳିକ,ପଞ୍ଚାୟତ ବିଜେଡ଼ି ସଭାପତି ଦିଲ୍ଲୀପ କୁମାର ଜାନୀ,ସମାଜ ସେବୀ ତ୍ରିଲୋଚନ ସାହୁ ପ୍ରମୁଖ ଯୋଗ ଦେଇଥିଲେ।ଏହି କାର୍ଯ୍ୟକ୍ରମ କୁ ଗ୍ରାମବାସୀ ସହଯୋଗ କରିଥିଲେ।


ରିପୋର୍ଟ ପୁଷ୍ପଲତା ପ୍ରଧାନ ନୂଆଗାଁ 

Post a Comment

أحدث أقدم
Header ADS