BREAKING
Loading...
:

ମା ମଙ୍ଗଳା ମନ୍ଦିର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଦଶପଲ୍ଲା ବିଧାୟକ

 ମା ମଙ୍ଗଳା ମନ୍ଦିର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କଲେ  ଦଶପଲ୍ଲା ବିଧାୟକ




ନୂଆଗାଁ( ମଣିଭଦ୍ରା ଖବର)ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଚାହାଳି ଗ୍ରାମ ପଞ୍ଚାୟତ ଅଧିନରେ ଥିବା ଡାଳିମ୍ବ ମଡା ଗ୍ରାମ ରେ ମା ମଙ୍ଗଳା ମନ୍ଦିର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଗ୍ରାମବାସୀ ଙ୍କ ଆନୁକୂଲ୍ୟରେ  ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରା ଯୋଗଦେଇ ମା ମଙ୍ଗଳା ମନ୍ଦିର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।ସମ୍ମାନୀତ ଅତିଥି ଭାବେ ବ୍ଲକ୍ ଅଧ୍ୟକ୍ଷା ଙ୍କ ପ୍ରତିନିଧି ଶଙ୍କର୍ଷଣ ବେହେରା, ଜିଲ୍ଲା ପରିଷଦ ଙ୍କ ପ୍ରତିନିଧି ଦିଲ୍ଲୀପ କୁମାର ଦଳ ବେହେରା,ସ୍ଥାନୀୟ ସରପଞ୍ଚ,ସମିତି ସଭ୍ୟା ପ୍ରମୁଖ ଉପସ୍ଥିତ ଥିଲେ।


ରିପୋର୍ଟ ପୁଷ୍ପଲତା ପ୍ରଧାନ ନୂଆଗାଁ 

Post a Comment

Previous Post Next Post
Header ADS