BREAKING
Loading...
:

କୋରଡ଼ା ଲଙ୍କାପୋଡ଼ି ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

 କୋରଡ଼ା ଲଙ୍କା


ପୋଡ଼ି ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ



ନୂଆଗାଁ (ମଣିଭଦ୍ରା ଖବର)ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ କୋରଡ଼ା ଗଡ ର ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଙ୍କ ଉପସ୍ଥିତିରେ ସ୍ଥାନୀୟ ସରପଞ୍ଚ,ସମିତି ସଭ୍ୟ , ସମାଜ ସେବୀ ଗୋଲଖ ବିହାରୀ ଗୋଚ୍ଛାୟତ,ଗ୍ରାମ ସଭାପତି,ସମ୍ପାଦକ , ଓ ଗ୍ରାମବାସୀ ପ୍ରସ୍ତୁତି  ବୈଠକ ରେ ଉପସ୍ଥିତ ରହି କିପରି  ଲଙ୍କାପୋଡି ଯାତ୍ରା କିପରି ସାଫଲ୍ୟ ମଣ୍ଡିତ ହେବା ସହ ଚିତ୍ତାକର୍ଷକ ଏବଂ ଶାନ୍ତି ଶୃଙ୍ଖଳାପୂର୍ଣ୍ଣ ହେଵ ସେ ଉପରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା।


ରିପୋର୍ଟ ପୁଷ୍ପଲତା ପ୍ରଧାନ ନୂଆଗାଁ 

Post a Comment

Previous Post Next Post
Header ADS