BREAKING
Loading...
:

IAS ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ମୋହନ ସରକାର

 IAS ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ମୋହନ ସରକାର 

ଭୂବନେଶ୍ବର (ମଣିଭଦ୍ରା ଖବର) ଆଇଏଏସ ସ୍ତରରେ ବଡ ଧରଣର ଅଦଳ ବଦଳ। ୧୮ ଜଣଙ୍କୁ ଅଦଳ ବଦଳ କରାଯାଇଛି। ଆଇଏଏସ୍ ଦେଓରଞ୍ଜନ କୁମାର ସିଂହ ହେଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ସଚିବ । ଅତିରିକ୍ତ ଭାବେ ସେ ସ୍ବତନ୍ତ୍ର ରିଲିଫ୍ କମିଶନର ଦାୟିତ୍ୱ ତୁଲାଇବେ। ସେହିପରି ସୁରେନ୍ଦ୍ର କୁମାରଙ୍କୁ ଖଣି ଓ ଇସ୍ପାତ ବିଭାଗର ଅତିରିକ୍ତ ସଚିବ କରାଯାଇଛି। ହେମନ୍ତ ଶର୍ମାଙ୍କୁ ଶକ୍ତି ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ବ ମିଳିଛି। ସେହିପରି ବିଷ୍ଣୁପଦ ସେଠୀଙ୍କୁ ଓଡିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗର ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଉଷା ପାଢୀଙ୍କୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଦାୟିତ୍ୱ ମିଳିଛି।

ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର 

Post a Comment

أحدث أقدم
Header ADS