BREAKING
Loading...
:

ଦୁର୍ଘଟଣାରେ ମୃତକ ପରିବାରକୁ,ମୁଖ୍ୟମନ୍ତ୍ରୀ ଘୋଷଣା କଲେ ଅନୁକମ୍ପା ସହାୟତା ରାଶି

 ଦୁର୍ଘଟଣାରେ ମୃତକ ପରିବାରକୁ,ମୁଖ୍ୟମନ୍ତ୍ରୀ ଘୋଷଣା କଲେ ଅନୁକମ୍ପା ସହାୟତା ରାଶି

ଭୂବନେଶ୍ବର(ମଣିଭଦ୍ରା ଖବର) ଗଞ୍ଜାମ ଜିଲ୍ଲା ସମରଝୋଳ ଛକ ନିକଟରେ ସଡ଼କ ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଗୁରୁତର ଆହତମାନଙ୍କୁ ୧ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଆହତମାନଙ୍କ ଚିକିତ୍ସା ସମ୍ପୂର୍ଣ୍ଣ ମାଗଣାରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବ୍ୟୁରୋ ରିପୋର୍ଟ ମଣିଭଦ୍ରା ଖବର 

Post a Comment

أحدث أقدم
Header ADS