ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ମୋଦୀ ; ୨୫ ଲକ୍ଷ ୧୧ ଜଣ ମହିଳାଙ୍କ ଆକାଉଣ୍ଟକୁ ଗଲା ପ୍ରଥମ କିସ୍ତି ଟଙ୍କା
ଭୂବନେଶ୍ବର (ମଣିଭଦ୍ରା ଖବର) ଆଜି ଜନତା ମୈଦାନରେ ବହୁ ପତୀକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି କ୍ରମରେ ଆଜି ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ଜଣ ମହିଳାଙ୍କୁ ମିଳିଛି ସୁଭଦ୍ରାର ପ୍ରଥମ କିସ୍ତିର ୫୦୦୦ ଟଙ୍କା । ମୋଟ ୧୨୫୦ କୋଟି ଟଙ୍କା ଆକଉଣ୍ଟକୁ ପଠାଇଛନ୍ତି ମୋଦୀ ସରକାର । ହଜାର ହଜାର ମହିଳାଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀ ଆଜିର ଏହି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ।
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି, ଓଡ଼ିଶା
إرسال تعليق