ଶପଥ ନେଲେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ
*ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହେଲେ ଆତିଶୀ ମର୍ଲେନା*
*ମୁଖ୍ୟମନ୍ତ୍ରୀ ଭାବେ ଶପଥ କରାଇଲେ ଉପରାଜ୍ୟପାଳ*
*ଆତିଶୀଙ୍କ ସହ ମନ୍ତ୍ରୀମାନେ ବି ଶପଥ ଗ୍ରହଣ କଲେ*
*ସୌରଭ ଭରଦ୍ବାଜ, ଗୋପାଳ ରାୟ, କୈଳାସ ଗେହଲଟ, ଇମ୍ରାନ ହୁସେନ ମନ୍ତ୍ରୀ ହେଲେ*
ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
إرسال تعليق