BREAKING
Loading...
:

ଭଙ୍ଗାଯିବ ଦିଲ୍ଲୀରେ ଥିବା ଓଡ଼ିଶା ଭବନ

 ଭଙ୍ଗାଯିବ ଦିଲ୍ଲୀରେ ଥିବା ଓଡ଼ିଶା ଭବନ

ବ୍ୟୁରୋ (ମଣିଭଦ୍ରା ଖବର) ଓଡ଼ିଶା ଭବନ ଭାଙ୍ଗିବାକୁ ରାଜ୍ୟ ସରକାରଙ୍କ ନିର୍ଦେଶ । ଦିଲ୍ଲୀରେ ଥିବା ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ବୋଲି ଜଣାପଡ଼ିଛି । ବିଭିନ୍ନ ଯାଞ୍ଚ ରିପୋର୍ଟରେ ଅସୁରକ୍ଷିତ ଦର୍ଶାଯାଇଛି । ବିପଦପୂର୍ଣ୍ଣ ଅବସ୍ଥାରେ ଥିବା ଘୋଷଣା ପରେ ଭାଙ୍ଗିବାକୁ ନିର୍ଦେଶ । ଖୁବଶିଘ୍ର ଏହି ଭବନକୁ ଭାଙ୍ଗି ବାକୁ ବିଭାଗୀୟ ତତ୍ପରତା ଦେଖିବାକୁ ମିଳିଛି । 

ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି, ଓଡ଼ିଶା 

Post a Comment

Previous Post Next Post
Header ADS