BREAKING
Loading...
:

ଇସ୍ତଫା ଦେଲେ ଅରବିନ୍ଦ କେଜ୍ରିୱାଲ,ଆତିଶୀ ହେବେ ମୁଖ୍ୟମନ୍ତ୍ରୀ

 ଇସ୍ତଫା ଦେଲେ ଅରବିନ୍ଦ କେଜ୍ରିୱାଲ,ଆତିଶୀ ହେବେ ମୁଖ୍ୟମନ୍ତ୍ରୀ 


ନୂଆଦିଲ୍ଲୀ (ମଣିଭଦ୍ରା ଖବର) ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜ୍ରିଓ୍ବାଲ । କେଜ୍ରିଓ୍ବାଲ ମଙ୍ଗଳବାର ଅପରାହ୍ନରେ ଉପରାଜ୍ୟପାଳ ବିନୟ ସାକ୍ସେନାଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ତାଙ୍କ ସହିତ ଆତିଶୀଙ୍କ ସମେତ ସମସ୍ତ ମନ୍ତ୍ରୀ ଉପସ୍ଥିତ ଥିଲେ । ଆତିଶୀ ମାର୍ଲେନାଙ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ କରିବା ଲାଗି ଆପ୍ ବିଧାୟକ ଦଳ ବୈଠକରେ ସର୍ବସମ୍ମତ୍ତି କ୍ରମେ ପ୍ରସ୍ତାବ ଗୃହୀତ ହୋଇଛି ।

Post a Comment

أحدث أقدم
Header ADS