BREAKING
Loading...
:

ଦୃଢ଼_କାର୍ଯ୍ୟାନୁଷ୍ଠାନ_ହେବ- ମୋହନ ମାଝି

 ଦୃଢ଼_କାର୍ଯ୍ୟାନୁଷ୍ଠାନ_ହେବ- ମୋହନ 


-ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା.*

*-ସରକାର ସଚେତନ ଅଛନ୍ତି, ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ କହିଲେ ମୋହନ*

*-‘ଘଟଣାକୁ ଗୁରୁତ୍ବର ସହ ନିଆଯାଇ କ୍ରାଇମବ୍ରାଞ୍ଚକୁ ତଦନ୍ତ ଦିଆଯାଇଛି’*

*-‘କ୍ରାଇମବ୍ରାଞ୍ଚ ଏତଲା ଅନୁସାରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି’*

*-ସଂପୃକ୍ତ ପୋଲିସ କର୍ମଚାରୀଙ୍କୁ ସସ୍‌ପେଣ୍ଡ କରାଯାଇଛି- ମୁଖ୍ୟମନ୍ତ୍ରୀ.*

*-‘ଏ ସରକାର କାର୍ଯ୍ୟାନୁଷ୍ଠାନ ନେବାରେ କେବେ ପଛଘୁଞ୍ଚା ଦିଅନ୍ତିନି’


ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି, ଓଡ଼ିଶା 

Post a Comment

Previous Post Next Post
Header ADS