BREAKING
Loading...
:

ସତ୍ୟପାଠ_ଆହ୍ବାନ_କରିବେ_କମିଶନ -ଭରତପୁର କାଣ୍ଡ: ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ .

 ସତ୍ୟପାଠ_ଆହ୍ବାନ_କରିବେ_କମିଶନ -ଭରତପୁର କାଣ୍ଡ: ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ .


*-କମିଶନଙ୍କ ପ୍ରଥମ ବୈଠକ ପରେ କମିଶନଙ୍କ ସଚିବଙ୍କ ସୂଚନା*

*-ଘଟଣାକୁ ନେଇ ସତ୍ୟପାଠ ଆହ୍ବାନ କରାଯିବ କହିଲେ ସଚିବ*

*-ସତ୍ୟପାଠ ନେଇ ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ କରାଯିବ*

*-ଆସନ୍ତାକାଲିଠାରୁ ୨୧ ଦିନ ପର୍ଯ୍ୟନ୍ତ ସତ୍ୟପାଠ ଗ୍ରହଣ କରାଯିବ*

 *ସତ୍ୟପାଠ ଯାଞ୍ଚ ପରେ ସାକ୍ଷ୍ୟଗ୍ରହଣ ଆରମ୍ଭ କରାଯିବ- ସଚିବ*

*-ଘଟଣାରେ ନିଲମ୍ବିତ ପୋଲିସ ଅଧିକାରୀଙ୍କୁ ପଚରାଉଚରା ହେବ*

*-ଅନ୍ୟ ପକ୍ଷମାନଙ୍କୁ କମିଶନରେ ହାଜର ପାଇଁ ସମନ କରାଯିବ*

*-ସାକ୍ଷ୍ୟଗ୍ରହଣ, ତଦନ୍ତ ପରେ ସରକାରଙ୍କୁ ରିପୋର୍ଟ ଦିଆଯିବ*

ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି, ଓଡ଼ିଶା 

Post a Comment

أحدث أقدم
Header ADS