*ଶିଳ୍ପ_ହବ୍_ହେବାକୁ_ଯାଉଛି_ଓଡ଼ିଶା: ମୁଖ୍ୟମନ୍ତ୍ରୀ*
*-ଦିଲ୍ଲୀରେ ନିବେଶକଙ୍କ ସହ ଆଲୋଚନା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା*
*-'ପୁ୍ଞ୍ଜି ବିନିଯୋଗ ନେଇ ସକରାତ୍ମକ ଆଲୋଚନା ହୋଇଛି'*
*-'କିପରି ଅଧିକ ବିଦେଶୀ ପୁ୍ଞ୍ଜି ନିବେଶ ହେବ ଆଲୋଚନା ହୋଇଛି'*
*-ଆଲୋଚନା ଫଳପ୍ରଦ ହୋଇଥିବା କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ*
*-'୨୦୨୫ରେ ଓଡ଼ିଶାରେ ସର୍ବବୃହତ ଶିଳ୍ପ କନକ୍ଲେଭ ହେବାକୁ ଯାଉଛି'*
*-'ସେମିକଣ୍ଡକ୍ଟର, ପେଟ୍ରୋ କେମିକାଲସ୍, ITରେ ବିନିଯୋଗ ସମ୍ଭାବନା ଅଧିକ'*
*-'-୨୦୪୭ରେ ବିକଶିତ ଓଡ଼ିଶା ଗଠନରେ ଏହା ଦୃଢ଼ ମୂଳଦୁଆ ପକାଇବ'*
*-'କେନ୍ଦ୍ର ଓ ରାଜ୍ୟର ମିଳିତ ସହଯୋଗରେ ଶିଳ୍ପ ହବ୍ ହେବାକୁ ଯାଉଛି ଓଡ଼ିଶା'*
ପ୍ରଦୀପ୍ତ କୁମାର ମିଶ୍ର , ସ୍ବତନ୍ତ୍ର ପ୍ରତିନିଧି ଓଡ଼ିଶା
Post a Comment