ଘୋଷଣା ହେଲା +୨ ପରୀକ୍ଷା ତାରିଖ
ଭୁବନେଶ୍ଵର (ମଣିଭଦ୍ରା ଖବର) ଦୁଇଟି ପର୍ଯ୍ୟାୟରେ ହେବ ପରୀକ୍ଷା । ଫେବ୍ରୁଆରୀ ୧୫ରୁ ମାର୍ଚ୍ଚ ୨୦ ଯାଏଁ ମେନ୍ ପରୀକ୍ଷା । ଡିସେମ୍ବର ୨୬ରୁ ୩୦ ଯାଏଁ ଇଣ୍ଟରନାଲ ପରୀକ୍ଷା । ଜାନୁଆରୀ ୨ରୁ ୧୨ ଯାଏଁ ପ୍ରାକ୍ଟିକାଲ ପରୀକ୍ଷା । ପରୀକ୍ଷାର ୪୫ ଦିନ ଭିତରେ ବାହାରିବ ରେଜଲ୍ଟ ।
ବ୍ୟୁରୋ ରିପୋର୍ଟ
إرسال تعليق