BREAKING
Loading...
:

୨କୋଟି ୮୬ ଲକ୍ଷ ଟଙ୍କାରେ ନିଲାମ ହେଲା ଅର୍ପଣ ଚାଉଳ

 ୨କୋଟି ୮୬ ଲକ୍ଷ ଟଙ୍କାରେ ନିଲାମ ହେଲା ଅର୍ପଣ ଚାଉଳ 

ଭୁବନେଶ୍ଵର (ମଣିଭଦ୍ରା ଖବର) ନିଲାମ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବେଳେ ସଂଗୃହିତ ଅର୍ପଣ ଚାଉଳ । କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ନିଲାମ ହେଲା ଅର୍ପଣ ଚାଉଳ । ଅର୍ପଣ ଚାଉଳ ନିଲାମ ନେଇ ସୂଚନା ଦେଲେ ପୁରୀ ଜିଲ୍ଲାପାଳ । ସମୁଦାୟ ୧୦ ହଜାର ୩୨୨ କୁଇଣ୍ଟାଲ ଅର୍ପଣ ଚାଉଳ ନିଲାମ ହୋଇଥିବା ସୂଚନା ମିଳିଛି । ମୋଟ ୨ କୋଟି ୮୬ ଲକ୍ଷ ଟଙ୍କାରେ ଅର୍ପଣ ଚାଉଳକୁ ନିଲାମ କରାଯାଇଛି ।


ପ୍ରଦୀପ୍ତ କୁମାର ମିଶ୍ର, ସ୍ବତନ୍ତ୍ର ପ୍ରତିନିଧି, ଓଡ଼ିଶା 

Post a Comment

أحدث أقدم
Header ADS